ପ୍ରେରିତ 8:13 - ପବିତ୍ର ବାଇବଲ13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା। Gade chapit laଓଡିଆ ବାଇବେଲ13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା । Gade chapit laପବିତ୍ର ବାଇବଲ (CL) NT (BSI)13 ସ୍ୱୟଂ ଶିମୋନ ସେହି ବାର୍ତ୍ତାରେ ବିଶ୍ୱାସ କଲା। ଫିଲିପ୍ପଙ୍କ ଦ୍ୱାରା ସାଧିତ ଆଶ୍ଚର୍ଯ୍ୟ କର୍ମ ଓ ଅଲୌକିକ କାର୍ଯ୍ୟସବୁ ଦେଖି ସେ ଜଳଦୀକ୍ଷା ଗ୍ରହଣ କରି ଫିଲିପ୍ପଙ୍କ ସଙ୍ଗେ ସଙ୍ଗେ ରହିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା। Gade chapit la |
ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।