ପ୍ରେରିତ 8:17 - ପବିତ୍ର ବାଇବଲ17 ତା'ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ। Gade chapit laଓଡିଆ ବାଇବେଲ17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)17 ପିତର ଓ ଯୋହନ ସେମାନଙ୍କ ଉପରେ ହାତ ରଖିବାକ୍ଷଣି ସେମାନେ ପବିତ୍ରଆତ୍ମା ପ୍ରାପ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ। Gade chapit la |
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।