ପ୍ରେରିତ 8:21 - ପବିତ୍ର ବାଇବଲ21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Gade chapit laଓଡିଆ ବାଇବେଲ21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)21 ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Gade chapit la |
ସଦାପ୍ରଭୁ ଯର୍ଦ୍ଦନ ସେପାରିରେ ଆମ୍ଭକୁ ଭୂମି ଦେଇଛନ୍ତି। ଏହାର ଅର୍ଥ ଯର୍ଦ୍ଦନ ନଦୀ ଆମ୍ଭମାନଙ୍କୁ ଅଲଗା କରିଅଛି। ଆମ୍ଭେମାନେ ଆଶଙ୍କା କରୁଅଛୁ ଯେ ଯେତେବେଳେ ତୁମ୍ଭମାନଙ୍କ ପିଲାମାନେ ବଡ଼ ହୋଇ ଦେଶ ଶାସନ କରିବେ ସେମାନେ ବିଶ୍ୱାସ କରିବେ ନାହିଁ ଯେ ଆମ୍ଭେମାନେ ତୁମ୍ଭର ଲୋକ ବୋଲି। ସେମାନେ ଯେତେବେଳେ ବଡ଼ ହୋଇ ଶାସନ କରିବେ, ସେମାନେ ଆମ୍ଭମାନଙ୍କୁ ଏପରି କହି ବି ପାରନ୍ତି, ‘ତୁମ୍ଭେ, ରୁବେନ୍, ଗାଦ୍, ଆମ୍ଭମାନଙ୍କର ଅଂଶ ନୁହଁ।’ ଏହା ପରେ ତୁମ୍ଭମାନଙ୍କର ସନ୍ତାନମାନେ ଆମ୍ଭମାନଙ୍କ ପିଲାମାନଙ୍କୁ ସେଠାରେ ଉପାସନା କରିବାକୁ ମନା କରି ପାରନ୍ତି।