Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:25 - ପବିତ୍ର ବାଇବଲ

25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ।

Gade chapit la Kopi

ଓଡିଆ ବାଇବେଲ

25 ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସାକ୍ଷ୍ୟଦାନ ଓ ପ୍ରଭୁଙ୍କ ସମ୍ବାଦ ଘୋଷଣା କରିବା ପରେ ପିତର ଓ ଯୋହନ ଯିରୂଶାଲମକୁ ଫେରିଗଲେ। ଫେରିବା ପଥରେ ସେମାନେ ଶମିରୋଣର ଅନେକ ଗ୍ରାମରେ ଶୁଭବାର୍ତ୍ତା ପ୍ରଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।

Gade chapit la Kopi




ପ୍ରେରିତ 8:25
14 Referans Kwoze  

ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।


ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।


ଯେତେଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ୱାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧାରେ ପୁଣି ଅତି ସାହସର ସହିତ ପରମେଶ୍ୱରଙ୍କ ରାଜ୍ୟ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କଲେ। ପୁଣି ସେହି ଶିକ୍ଷା ଦେବାରୁ କେହିହେଲେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ନାହିଁ।


“ତେଣୁ ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣି ରଖ ଯେ, ପରମେଶ୍ୱର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି। ସେମାନେ ତାହାକୁ ଶୁଣିବେ, ପୁଣି ଗ୍ରହଣ କରିବେ।”


ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।


ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଗ୍ଭର ପ୍ରଗ୍ଭର କରିବାରେ ଦେଲେ। ସେ ଯିହୂଦୀମାନଙ୍କ ଆଗରେ ପ୍ରମାଣିତ କରିଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।


କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।


କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ।


ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ।


ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା'ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’


ଯେତେବେଳେ ରାଜ୍ୟପାଳ ଏହା ଦେଖି, ସେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।


Swiv nou:

Piblisite


Piblisite