Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:32 - ପବିତ୍ର ବାଇବଲ

32 ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା: “ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା। ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁ‌ପ୍‌ହୋଇ ଠିଆ ହୁଏ, ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସେ ଧର୍ମ ଶାସ୍ତ୍ରର ଏହି ଅଂଶଟି ପାଠ କରୁଥିଲେ: “ନିହତ ହେବା ନିମନ୍ତେ ନିଆଯାଉଥିବା ମେଷତୁଲ୍ୟ, ଲୋମ ଛେଦନ ସମୟରେ, ନୀରବ ମେଷ ତୁଲ୍ୟ, ସେ ପଦଟିଏ ହେଲେ କଥା କହିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।

Gade chapit la Kopi




ପ୍ରେରିତ 8:32
18 Referans Kwoze  

“ବାବିଲକୁ ଆମ୍ଭେ ବଧ ଯୋଗ୍ୟ ମେଷ ଓ ଛାଗ ସଦୃଶ ବଧ୍ୟ ସ୍ଥାନକୁ ଆଗେଇ ନେବା।


ଶାସ୍ତ୍ରରେ ଏହିପରି ଲେଖା ଅଛି: “ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ। ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”


ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।”


ମୁଁ ମୋର ପାଟି ଖୋଲି ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ଯାହା କରିବା କଥା ତାହା କରିଛ।


ତେଣୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ। କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।


ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ।


ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ।


ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲି‌ପ୍‌ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ।


ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ।


Swiv nou:

Piblisite


Piblisite