ପ୍ରେରିତ 8:5 - ପବିତ୍ର ବାଇବଲ5 ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)5 ଶମିରୋଣର ପ୍ରଧାନ ନଗରକୁ ଯାଇ ଫିଲିପ୍ପ, ସେଠାକାର ଲୋକମାନଙ୍କ ନିକଟରେ ସମୀହଙ୍କ ବାର୍ତ୍ତା ପ୍ରଚାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। Gade chapit la |
ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ।