ପ୍ରେରିତ 9:14 - ପବିତ୍ର ବାଇବଲ14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। Gade chapit laଓଡିଆ ବାଇବେଲ14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।