ପ୍ରେରିତ 9:25 - ପବିତ୍ର ବାଇବଲ25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ତାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାଙ୍କୁ ଘେନି ଗୋଟିଏ ବେତାରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ। Gade chapit laଓଡିଆ ବାଇବେଲ25 କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)25 କିନ୍ତୁ ଦିନେ ରାତିବେଳେ ଶାଉଲଙ୍କ ଶିଷ୍ୟମାନେ ତାଙ୍କୁ ଗୋଟିଏ ଟୋକେଇରେ ରଖି ପାଚେରୀର ଏକ ଖୋଲା ବାଟ ଦେଇ ତଳକୁ ଖସାଇ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ। Gade chapit la |