ପ୍ରେରିତ 9:34 - ପବିତ୍ର ବାଇବଲ34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।” Gade chapit laପବିତ୍ର ବାଇବଲ (Re-edited) - (BSI)34 ପିତର ତାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ତତ୍କ୍ଷଣାତ୍ ଉଠିଲେ। Gade chapit laଓଡିଆ ବାଇବେଲ34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ । Gade chapit laପବିତ୍ର ବାଇବଲ (CL) NT (BSI)34 ପିତର ତାଙ୍କୁ କହିଲେ, “ଏନିୟ, ଯୀଶୁଖ୍ରୀଷ୍ଟ ତୁମକୁ ସୁସ୍ଥ କରିଛନ୍ତି। ଉଠ, ତୁମର ବିଛଣା ସଜାଡ଼।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।