ପ୍ରେରିତ 9:4 - ପବିତ୍ର ବାଇବଲ4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?” Gade chapit laପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସେ ଭୂମିରେ ପଡ଼ିଯାଇ ତାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? Gade chapit laଓଡିଆ ବାଇବେଲ4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? Gade chapit laପବିତ୍ର ବାଇବଲ (CL) NT (BSI)4 ସେ ତଳେ ପଡ଼ିଗଲେ ଏବଂ ବାଣୀ ଶୁଣିଲେ, “ଶାଉଲ! ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତନା କରୁଛ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?” Gade chapit la |
ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା'ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ।