Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:41 - ପବିତ୍ର ବାଇବଲ

41 ପିତର ତାହାଙ୍କର ହାତ ଧରି ଉଠେଇଲେ ଓ ବିଶ୍ୱାସୀମାନଙ୍କୁ ଓ ବିଧବାମାନଙ୍କୁ କୋଠରି ମଧ୍ୟକୁ ଡାକିଲେ ଓ ଟାବୀଥାକୁ ଜୀବିତ ଦେଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି, ସେ ହାତ ଦେଇ ତାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାଙ୍କୁ ଜୀବିତ ଦେଖାଇଲେ।

Gade chapit la Kopi

ଓଡିଆ ବାଇବେଲ

41 ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ପିତର ହାତ ବଢ଼ାଇ ତାଙ୍କୁ ଉଠାଇଲେ। ତା’ପରେ ସମବେତ ହୋଇଥିବା ସମସ୍ତ ବିଶ୍ୱାସୀ ଓ ବିଧବାମାନଙ୍କୁ ଡାକି ଦର୍କାସଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।

Gade chapit la Kopi




ପ୍ରେରିତ 9:41
15 Referans Kwoze  

ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।


ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା'ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।


ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।


ଏହା କହି ପିତର ତା'ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା


ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ।


ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।


ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।


ଯେଉଁ ମଣିଷ ମରି ଯାଉଥିଲା ସେ ମୋତେ ଆଶୀର୍ବାଦ କଲା। ମୁଁ ସେହି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦେଲି।


ତା'ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”


ଭାଇମାନେ ତାଙ୍କ ପିତାଙ୍କୁ କହିଲେ, “ପିତା, ଯୋଷେଫ ଏବଂ ମଧ୍ୟ ବଞ୍ଚିଛନ୍ତି। ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।” ତାଙ୍କର ପିତା କିଛି ଭାବି ପାରିଲେ ନାହିଁ। ପ୍ରଥମେ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।


ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି।


ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ।


ପ୍ରକୃତରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।


ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା'ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ।


ତା'ପରେ ସେ କହିଲେ, “ତାହା ଉଠାଇ ନିଅ।” ତା'ପରେ ସେ ହାତ ବଢ଼ାଇ ତାହା ନେଲା।


Swiv nou:

Piblisite


Piblisite