କଲସୀୟ 1:8 - ପବିତ୍ର ବାଇବଲ8 ଏପାଫ୍ରା, ପବିତ୍ରଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଆମ୍ଭକୁ କହିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ମଧ୍ୟ ଆତ୍ମାଙ୍କ ଦତ୍ତ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇଅଛନ୍ତି। Gade chapit laଓଡିଆ ବାଇବେଲ8 ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)8 ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଦେଇଥିବା ପ୍ରେମ ସମ୍ବନ୍ଧରେ ସେ ଆମ୍ଭମାନଙ୍କୁ କହିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। Gade chapit la |