କଲସୀୟ 2:13 - ପବିତ୍ର ବାଇବଲ13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit laଓଡିଆ ବାଇବେଲ13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।