କଲସୀୟ 2:3 - ପବିତ୍ର ବାଇବଲ3 ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit laଓଡିଆ ବାଇବେଲ3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit laପବିତ୍ର ବାଇବଲ (CL) NT (BSI)3 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ସେହି ଚାବି କାଠି, ଯାହା ଈଶ୍ୱରଙ୍କର ବୁଦ୍ଧି ଓ ଜ୍ଞାନରୂପ ସମସ୍ତ ଗୁପ୍ତ ସମ୍ପଦର ଭଣ୍ଡାର ଖୋଲିଦିଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। Gade chapit la |
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;