କଲସୀୟ 4:13 - ପବିତ୍ର ବାଇବଲ13 ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ। Gade chapit laପବିତ୍ର ବାଇବଲ (Re-edited) - (BSI)13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। Gade chapit laଓଡିଆ ବାଇବେଲ13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ ପାଇଁ, ଲାଉଦିସିଆ ଓ ହିଏରାପଲିର ଲୋକମାନଙ୍କ ପାଇଁ ସେ କରିଥିବା କଠିନ ପରିଶ୍ରମ ସମ୍ପର୍କରେ ମୁଁ ନିଜେ ସାକ୍ଷ୍ୟ ଦେଉଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। Gade chapit la |