Biblia Todo Logo
Bib sou entènèt

- Piblisite -




କଲସୀୟ 4:15 - ପବିତ୍ର ବାଇବଲ

15 ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁ‌‌ମ୍‌‌ଫା ଓ ତାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ତଳୀକୁ ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଲାଉଦିସିଆର ଭାଇମାନଙ୍କୁ, ଭଉଣୀ ନୁମଫା ଓ ତାଙ୍କ ଘରେ ଏକତ୍ରିତ ହେଉଥିବା ମଣ୍ଡଳୀର ସମସ୍ତଙ୍କୁ ଆମର ଶୁଭେଚ୍ଛା ଜଣାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

Gade chapit la Kopi




କଲସୀୟ 4:15
6 Referans Kwoze  

ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର। ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।


କାରଣ ସେଠାରେ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ’ ପାଇଁ ଏକ ମହାନ୍ ସୁଯୋଗର ଦ୍ୱାର ଖୋଲା ହୋଇଛି। ସେଠାରେ ମୋର ଅନେକ ବିପକ୍ଷ ମଧ୍ୟ ଅଛନ୍ତି।


ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମୋନ, ଆମ୍ଭର ଭଉଣୀ ଆ‌ପ୍‌ପିୟା, ସାଥୀ ସୈନିକ ଆର୍ଖି‌ପ୍‌ପ, ଓ ତୁମ୍ଭ ଘରଠାରେ ଏକତ୍ରିତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।


ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି।


ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।


ଏହି ପତ୍ରଟି ତୁମ୍ଭ ପାଖରେ ପଢ଼ା ଯାଇ ସାରିଲା ପରେ, ଲାଅଦିକୀଆର ମଣ୍ଡଳୀକୁ ଏହି ପତ୍ରଟି ପଢ଼ିବାକୁ ଦିଅ। ଲାଅଦିକୀଆକୁ ଯେଉଁ ପତ୍ର ମୁଁ ଲେଖୁଛି, ତାକୁ ମଧ୍ୟ ତୁମ୍ଭେମାନେ ପଢ଼।


Swiv nou:

Piblisite


Piblisite