Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:11 - ପବିତ୍ର ବାଇବଲ

11 ତା'ପରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, ଯେଉଁ ନପୁଂସକାଧିପତି, ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଉପରେ ଦୃଷ୍ଟି ରଖିବାକୁ ନିଯୁକ୍ତ କରାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;

Gade chapit la Kopi




ଦାନିୟେଲ 1:11
4 Referans Kwoze  

କିନ୍ତୁ ସେହି ନପୁଂସକାଧିପତି ଦାନିୟେଲଙ୍କୁ କହିଲା, “ମୁଁ ମୋର ମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭେମାନେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀୟ ଗ୍ରହଣ ନ କର, ତୁମ୍ଭେମାନେ ରୁ‌ଗ୍‌ଣ ଦେଖାଯିବ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଶୁଖିଲା ଦେଖାଯାଅ, ରାଜା ମୋ’ ଉପରେ ରାଗିବେ ଏବଂ ମୋର ମୁଣ୍ତ କାଟ କରିବେ। ତା'ପରେ ତୁମ୍ଭେମାନେ ଏହି ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ ହେବ।”


ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।


ଏଥିରେ ଗୃହରକ୍ଷୀ ସେମାନଙ୍କର ସେହି ରାଜକୀୟ ଭକ୍ଷ୍ୟ ଓ ଦ୍ରାକ୍ଷାରସ ପାନୀୟ ବନ୍ଦ କରି ସେମାନଙ୍କୁ ପୂର୍ବପରି ଶାକାହାର ଦେଲେ।


ତା'ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା'ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ।


Swiv nou:

Piblisite


Piblisite