Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:12 - ପବିତ୍ର ବାଇବଲ

12 ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi

ଓଡିଆ ବାଇବେଲ

12 ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

Gade chapit la Kopi




ଦାନିୟେଲ 1:12
7 Referans Kwoze  

ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ।


ଏଥିରେ ଗୃହରକ୍ଷୀ ସେମାନଙ୍କର ସେହି ରାଜକୀୟ ଭକ୍ଷ୍ୟ ଓ ଦ୍ରାକ୍ଷାରସ ପାନୀୟ ବନ୍ଦ କରି ସେମାନଙ୍କୁ ପୂର୍ବପରି ଶାକାହାର ଦେଲେ।


ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।


ତା'ପରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, ଯେଉଁ ନପୁଂସକାଧିପତି, ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଉପରେ ଦୃଷ୍ଟି ରଖିବାକୁ ନିଯୁକ୍ତ କରାଯାଇଥିଲା।


ପୁଣି ଦଶ ଦିନ ପରେ ଆମ୍ଭମାନଙ୍କୁ ସେହି ରାଜକୀୟ ଭକ୍ଷ୍ୟ ଓ ପାନୀୟ ଗ୍ରହଣ କରୁଥିବା ଯୁବକମାନଙ୍କ ସହିତ ତୁଳନା କରାଯାଉ, ଆଉ କିଏ ଅଧିକ ସ୍ୱାସ୍ଥ୍ୟବାନ୍ ଦେଖାଯିବ। ତା'ପରେ ତୁମ୍ଭେ ବିଗ୍ଭର କରି ଏହି ଦାସମାନଙ୍କ ପ୍ରତି ବ୍ୟବହାର କରିବା ହେବେ।”


Swiv nou:

Piblisite


Piblisite