Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:13 - ପବିତ୍ର ବାଇବଲ

13 ପୁଣି ଦଶ ଦିନ ପରେ ଆମ୍ଭମାନଙ୍କୁ ସେହି ରାଜକୀୟ ଭକ୍ଷ୍ୟ ଓ ପାନୀୟ ଗ୍ରହଣ କରୁଥିବା ଯୁବକମାନଙ୍କ ସହିତ ତୁଳନା କରାଯାଉ, ଆଉ କିଏ ଅଧିକ ସ୍ୱାସ୍ଥ୍ୟବାନ୍ ଦେଖାଯିବ। ତା'ପରେ ତୁମ୍ଭେ ବିଗ୍ଭର କରି ଏହି ଦାସମାନଙ୍କ ପ୍ରତି ବ୍ୟବହାର କରିବା ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”

Gade chapit la Kopi




ଦାନିୟେଲ 1:13
2 Referans Kwoze  

ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ।


ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ।


Swiv nou:

Piblisite


Piblisite