ଦାନିୟେଲ 1:2 - ପବିତ୍ର ବାଇବଲ2 ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା। Gade chapit laଓଡିଆ ବାଇବେଲ2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Gade chapit la |
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।
ତା'ପରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଏହା କହିଲି, “ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହନ୍ତି ଯେ, ‘ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାଯିବ। କିନ୍ତୁ ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ, କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି।