Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:10 - ପବିତ୍ର ବାଇବଲ

10 ତା'ପରେ ଏକ ହସ୍ତର ସ୍ପର୍ଶ ମୁଁ ଅନୁଭବ କଲି ଓ ମୁଁ ହସ୍ତପାପୁଲି ଓ ଆଣ୍ଠୁରେ ନିର୍ଭର କଲି। ତଥାପି ମୁଁ ଭୟରେ ଥରୁଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।

Gade chapit la Kopi




ଦାନିୟେଲ 10:10
6 Referans Kwoze  

ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ, “ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।


ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ।


ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ପୁନର୍ବାର ମୋତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହେଲି।


ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ।


ଯେତେବେଳେ ମୁଁ ପ୍ରାର୍ଥନା କରୁଥିଲି, ମୋର ପ୍ରଥମ ଦର୍ଶନରେ ଗାବ୍ରିଏଲ ଯାହାକୁ ମୁଁ ମୋ’ ନିକଟକୁ ଉଡ଼ିକି ଆସିବାର ଦେଖିଲି। ସେ ସନ୍ଧ୍ୟାବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମୋତେ ସ୍ପର୍ଶ କଲେ।


Swiv nou:

Piblisite


Piblisite