ଦାନିୟେଲ 10:21 - ପବିତ୍ର ବାଇବଲ21 ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କେବଳ ମୀଖାୟେଲ ମୋତେ ସେହି ଦୁଷ୍ଟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ସାହାଯ୍ୟ କରିବା ପାଇଁ ସେଠାରେ ଅଛନ୍ତି। ମୀଖାୟେଲ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର। Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ। Gade chapit laଓଡିଆ ବାଇବେଲ21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି। Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।