Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:5 - ପବିତ୍ର ବାଇବଲ

5 ସେଠାରେ ଛିଡ଼ା ହୋଇଥିଲା ବେଳେ ମୁଁ, ଶୁକ୍ଳବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟି ଦେଶରେ ଥିବା ଏକ ମନୁଷ୍ୟକୁ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଚକ୍ଷୁ ମେଲି ଦୃଷ୍ଟି କଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;

Gade chapit la Kopi




ଦାନିୟେଲ 10:5
9 Referans Kwoze  

ତା'ପରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସେମାନଙ୍କର ପ୍ରତ୍ୟେକଙ୍କର ହସ୍ତରେ ବିନାଶକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାର୍ଶ୍ୱରେ ଲେଖକର କାଳି ଦୁଆତ ଥିଲା। ଏବଂ ସେମାନେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।


ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ “ପ୍ରତିମାମାନ” ନିର୍ମାଣ କରାନ୍ତି। ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି। ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।


ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”


ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।


ରାତିରେ ମୁଁ ଲା‌‌ଲ୍‌‌ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ।


Swiv nou:

Piblisite


Piblisite