Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:14 - ପବିତ୍ର ବାଇବଲ

14 “ସେ ସମୟରେ ଅନେକ ଲୋକ ଦକ୍ଷିଣ ଦେଶ ବିରୁଦ୍ଧରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀୟ ବିରୁଦ୍ଧରେ ଏହି ଦର୍ଶନ ପାଇଁ ଯୁଦ୍ଧ କରିବେ। ମାତ୍ର ସେମାନେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।

Gade chapit la Kopi




ଦାନିୟେଲ 11:14
4 Referans Kwoze  

ସେମାନେ ତାହାଙ୍କର ଶାସନ କ୍ଷମତା ସେହି ପଶୁକୁ ଦେବା ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ୱର ସେମାନଙ୍କ ମନରେ ଏକ ଇଚ୍ଛା ଦେବେ। ଏହା ଦ୍ୱାରା ପରମେଶ୍ୱର କହିଥିବା ବାକ୍ୟ ସଫଳ ହେବା ପର୍ଯ୍ୟନ୍ତ ସେମାନେ ଶାସନ କରିବେ।


ଆଉ ଉତ୍ତର ଦେଶର ରାଜା ଫେରି ଏକ ବୃହତ୍ ସୈନ୍ୟବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପରେ ପୂର୍ବାପେକ୍ଷା ବିପୁଳ ସୈନ୍ୟ ସାମନ୍ତ ନେଇ ଦକ୍ଷିଣ ଦେଶ ଆକ୍ରମଣ କରିବ। ସେହି ସୈନ୍ୟମାନଙ୍କ ହସ୍ତରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିବେ।


ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ। ସେତେବେଳେ ଦକ୍ଷିଣ ଦେଶର ସୈନ୍ୟବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରି ପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ୟମାନେ ମଧ୍ୟ ତାଙ୍କୁ ବାଧା ଦେଇ ପାରିବେ ନାହିଁ।


Swiv nou:

Piblisite


Piblisite