ଦାନିୟେଲ 11:18 - ପବିତ୍ର ବାଇବଲ18 “ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit laଓଡିଆ ବାଇବେଲ18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ। Gade chapit la |
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।