ଦାନିୟେଲ 11:21 - ପବିତ୍ର ବାଇବଲ21 “ଜଣେ ନିଷ୍ଠୁର ଓ ଘୃଣ୍ୟ ବ୍ୟକ୍ତି ତାଙ୍କ ପରେ ରାଜ୍ୟ ପ୍ରାପ୍ତ ହେବ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟୁବାକ୍ୟଦ୍ୱାରା ରାଜ୍ୟ ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚି; ସମୟରେ ଆସିବ ଓ ଚାଟୁବାକ୍ୟ-ଦ୍ଵାରା ରାଜ୍ୟ ପାଇବ। Gade chapit laଓଡିଆ ବାଇବେଲ21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ। Gade chapit la |
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”