Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:26 - ପବିତ୍ର ବାଇବଲ

26 ଯେଉଁମାନେ ତା'ର ସପକ୍ଷରେ ଥିବେ ସେମାନେ ତାକୁ ବିନାଶ କରିବେ। ତା'ର ସୈନ୍ୟବାହିନୀ ପରାସ୍ତ ହେଲା ପରେ ବହୁସୈନ୍ୟ ନିହତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।

Gade chapit la Kopi

ଓଡିଆ ବାଇବେଲ

26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।

Gade chapit la Kopi




ଦାନିୟେଲ 11:26
11 Referans Kwoze  

“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’


ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ସେହି ଲୋକ ତୁମ୍ଭ ବାରଜଣଙ୍କ ମଧ୍ୟରୁ ଜଣେ, ଯେକି ମୋ’ ସହିତ ବିଶ୍ୱାସଘାତକତା କରିବ। ସେ ମୋ’ ସଙ୍ଗେ ଗୋଟିଏ ଗିନାରେ ରୋଟୀ ବୁଡ଼ାଉଛି।


ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ମୋ’ ସାଙ୍ଗରେ ଗିନାରେ ତା'ର ହାତ ବୁଡ଼ାଇଛି, ସେ ମୋ’ ସହିତ ବିଶ୍ୱାସଘାତକତା କରିବ।


“ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।


ସେ ବୃହତ ଓ ଶକ୍ତିଶାଳୀ ସୈନ୍ୟବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ୱରଙ୍କ, ଲୋକମାନଙ୍କ ଦ୍ୱାରା ମନୋନୀତ ଅଧିପତିକୁ ଧ୍ୱଂସ କରିବ।


ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।


ତା'ପରେ ହସାୟେଲ ଇଲୀଶାୟଙ୍କଠାରୁ ବିଦାୟ ନେଇ ରାଜାଙ୍କ ନିକଟକୁ ଗଲେ। ବି‌ନ୍‌ହଦଦ୍ ହସାୟେଲଙ୍କୁ କହିଲେ, “ଇଲୀଶାୟ ତୁମ୍ଭକୁ କ’ଣ କହିଛନ୍ତି।” ହସାୟେଲ ଉତ୍ତର କଲେ, “ଇଲୀଶାୟ କହିଲେ ଯେ, ଆପଣ ନିଶ୍ଚୟ ବଞ୍ଚିବେ।”


Swiv nou:

Piblisite


Piblisite