ଦାନିୟେଲ 11:34 - ପବିତ୍ର ବାଇବଲ34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ। ମାତ୍ର ଅନେକେ ଗ୍ଭଟୁକାର ସେମାନଙ୍କ ସଙ୍ଗେ ଯୋଗ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କ ସଙ୍ଗେ ଯୋଗ ଦେବେ। Gade chapit laଓଡିଆ ବାଇବେଲ34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।