Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:41 - ପବିତ୍ର ବାଇବଲ

41 ଉତ୍ତର ଦେଶର ରାଜା ରମ୍ୟ ଦେଶରେ ପ୍ରବେଶ କରିବ ତହିଁରେ ଅନେକ ଦେଶ ପରାସ୍ତ ହେବେ। ମାତ୍ର ଇଦୋମ, ମୋୟାବ ଓ ଅମୋନ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେ ମଧ୍ୟ ରମ୍ୟ ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।

Gade chapit la Kopi

ଓଡିଆ ବାଇବେଲ

41 ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।

Gade chapit la Kopi




ଦାନିୟେଲ 11:41
9 Referans Kwoze  

“ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷକାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱ ସ୍ଥାନରୁ ଫେରାଇ ଆଣିବା।” ମୋୟାବ ବିଷୟରେ ଏହା ଶେଷ ବିଗ୍ଭର।


ସଦାପ୍ରଭୁ କହନ୍ତି, “ଅମ୍ମୋନୀୟ ସନ୍ତାନଗଣ ବନ୍ଦୀ ହୋଇ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ଫେରାଇ ଆଣିବା।”


ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।


“ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।


ତା'ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା।


ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


‌ଆହୁରି ସେ ନାନା ଦେଶ ମଧ୍ୟରେ ଆପଣା ହସ୍ତ ପ୍ରସାରିବ ଓ ମିଶର ମଧ୍ୟ ରକ୍ଷା ପାଇବ ନାହିଁ।


Swiv nou:

Piblisite


Piblisite