Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:44 - ପବିତ୍ର ବାଇବଲ

44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉ‌‌ଦ୍‌‌ବିଗ୍ନ କରିବ। ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ଵାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।

Gade chapit la Kopi

ଓଡିଆ ବାଇବେଲ

44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।

Gade chapit la Kopi




ଦାନିୟେଲ 11:44
8 Referans Kwoze  

ଏହି ଦଶ ଜଣ ରାଜାଙ୍କର ଉଦ୍ଦେଶ୍ୟ ସମାନ। ସେମାନେ ସେମାନଙ୍କର କ୍ଷମତା ଓ ଅଧିକାର ସେହି ପଶୁକୁ ଦେବେ।


ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।


କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧରେ ଆସିବ। ଏଥିପାଇଁ ସେ, ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳରେ କ୍ରୋଧ କରି ସ୍ୱେଚ୍ଛାମତେ କାର୍ଯ୍ୟ କରିବ। ସେ ଫେରିଯାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ଯୋଗ ଦେବ।


ସେତେବେଳେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ୱିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ସହିତ ଯୁଦ୍ଧରେ ଅଗ୍ରସର ହେବେ। ଯଦିଓ ଉତ୍ତର ଦେଶୀୟ ରାଜାଙ୍କର ବୃହତ୍ତ ସୈନ୍ୟବାହିନୀ ଥିବ, ତଥାପି ସେ ଯୁଦ୍ଧରେ ହାରିବ।


ସେ ମିଶର ଦେଶରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟ ସବୁ ତାହାର ହସ୍ତଗତ ହେବ। ଆଉ ଲୁଦିୟ କୂଶୀୟମାନେ ତା'ର ଅନୁଚର ହେବେ।


ଏବଂ ସେ ସାଗର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହେବ ଓ କେହି ତାହାକୁ ସାହାଯ୍ୟ କରିବେ ନାହିଁ।


Swiv nou:

Piblisite


Piblisite