ଦାନିୟେଲ 12:11 - ପବିତ୍ର ବାଇବଲ11 “ପୁଣି ଯେଉଁ ସମୟରେ ନିତ୍ୟ ବଳିଦାନ ନିବୃତ୍ତ ହେବ ଓ ବିନାଶକାରୀଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ ସେହି ସମୟଠାରୁ 1,290 ଦିନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ। Gade chapit laଓଡିଆ ବାଇବେଲ11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ। Gade chapit la |