ଦାନିୟେଲ 12:12 - ପବିତ୍ର ବାଇବଲ12 ଯେଉଁ ଲୋକ ଅପେକ୍ଷା କରିବ ଓ 1,335 ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। Gade chapit laଓଡିଆ ବାଇବେଲ12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନିଶହ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।