Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:5 - ପବିତ୍ର ବାଇବଲ

5 ସେତେବେଳେ ମୁଁ ଦାନିୟେଲ, ଅନାଇ ଦେଖିଲି, ଅନ୍ୟ ଦୁଇଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏ ପାଖରେ ଓ ଅନ୍ୟଜଣକ ନଦୀର ସେ ପାଖରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।

Gade chapit la Kopi

ଓଡିଆ ବାଇବେଲ

5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।

Gade chapit la Kopi




ଦାନିୟେଲ 12:5
5 Referans Kwoze  

ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ।


ତା'ପରେ ଏକ ହସ୍ତର ସ୍ପର୍ଶ ମୁଁ ଅନୁଭବ କଲି ଓ ମୁଁ ହସ୍ତପାପୁଲି ଓ ଆଣ୍ଠୁରେ ନିର୍ଭର କଲି। ତଥାପି ମୁଁ ଭୟରେ ଥରୁଥିଲି।


“ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”


ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?”


Swiv nou:

Piblisite


Piblisite