ଦାନିୟେଲ 12:6 - ପବିତ୍ର ବାଇବଲ6 ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?” Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? Gade chapit laଓଡିଆ ବାଇବେଲ6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?” Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।