Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:9 - ପବିତ୍ର ବାଇବଲ

9 ତେଣୁ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ ଓ ମୁଦ୍ରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।

Gade chapit la Kopi




ଦାନିୟେଲ 12:9
8 Referans Kwoze  

“ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”


“ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।”


ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”


ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।”


ଯିଶାଇୟ କହିଲେ, “ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମୋର ଶିକ୍ଷାଗୁଡ଼ିକୁ ଭବିଷ୍ୟତ ପାଇଁ ରକ୍ଷାକର। ମୋର ଶିଷ୍ୟମାନଙ୍କ ପାଇଁ ଏହା କର।”


ଏବେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦେବା ପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ୟତ ବିଷୟରେ ଅଟେ।”


“ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।


ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏସବୁର ପରିଣାମ କ’ଣ ହେବ?”


Swiv nou:

Piblisite


Piblisite