ଦାନିୟେଲ 2:10 - ପବିତ୍ର ବାଇବଲ10 କଲ୍ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି। Gade chapit laଓଡିଆ ବାଇବେଲ10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି। Gade chapit la |