Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:13 - ପବିତ୍ର ବାଇବଲ

13 ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ଵାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍‍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।

Gade chapit la Kopi




ଦାନିୟେଲ 2:13
8 Referans Kwoze  

ଯେଉଁମାନେ ଅଧର୍ମ ବ୍ୟବସ୍ଥା କରନ୍ତି ସେ ଆଇନ ପ୍ରଣୟନକାରୀମାନଙ୍କୁ ଧ୍ୟାନ ଦିଅ। ଯେଉଁ ନିୟମ ପ୍ରଣୟନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମୟ ଓ ଜଟିଳ କରିବା ପାଇଁ ଲେଖନ୍ତି। ସେମାନେ ସନ୍ତାପର ପାତ୍ର।


ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ। ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।


ଦାନିୟେଲ ଅରିୟୋ‌କ୍‌କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”


ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।


Swiv nou:

Piblisite


Piblisite