Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:14 - ପବିତ୍ର ବାଇବଲ

14 ଅରିୟୋକ୍ ନାମକ ଜଣେ ରାଜ ସେନାପତି ରାଜରକ୍ଷୀମାନଙ୍କର ନେତୃତ୍ୱ ନେଲେ। ସେ ଯେତେବେଳେ ବାବିଲୀୟ ବିଦ୍ୱାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତେବେଳେ ଦାନିୟେଲ ତାଙ୍କୁ ଜ୍ଞାନରେ ଓ ସୁବିବେଚନାରେ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ଵାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;

Gade chapit la Kopi

ଓଡିଆ ବାଇବେଲ

14 ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;

Gade chapit la Kopi




ଦାନିୟେଲ 2:14
8 Referans Kwoze  

ଦାନିୟେଲ ଅରିୟୋ‌କ୍‌କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”


ଆଉ ପ୍ରହରୀବର୍ଗର ସେନାପତିଙ୍କ ସଙ୍ଗେ ଥିବା ସମସ୍ତ କ‌‌ଲ୍‌‌ଦୀୟ ସୈନ୍ୟ ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।


ପଞ୍ଚମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ରାଜାର ରାଜତ୍ୱର ଉନବିଂଶ ବର୍ଷରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୁଶାଲମକୁ ଆସିଲା।


ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ମିଦିୟନୀୟ ବଣିକମାନେ ଯୋଷେଫଙ୍କୁ ମିଶରରେ ବିକ୍ରି କଲେ। ସେମାନେ ତାଙ୍କୁ ପୋଟିଫର ନାମକ ଫାରୋର ଅଧିକାରୀ ଅର୍ଥାତ୍ ରକ୍ଷକ ସେନାପତିଙ୍କଠାରେ ଯୋଷେଫକୁ ବିକ୍ରୟ କଲେ।


ଦାନିୟେଲ ଅରିୟୋ‌କ୍‌କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?” ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ।


Swiv nou:

Piblisite


Piblisite