Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:17 - ପବିତ୍ର ବାଇବଲ

17 ତା'ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା'ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ଵାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,

Gade chapit la Kopi




ଦାନିୟେଲ 2:17
5 Referans Kwoze  

ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”


ତା'ପରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, ଯେଉଁ ନପୁଂସକାଧିପତି, ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଉପରେ ଦୃଷ୍ଟି ରଖିବାକୁ ନିଯୁକ୍ତ କରାଯାଇଥିଲା।


ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।


ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।”


Swiv nou:

Piblisite


Piblisite