ଦାନିୟେଲ 2:2 - ପବିତ୍ର ବାଇବଲ2 ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହୁଁ ରାଜାକୁ ତାହାର ସ୍ଵପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ। Gade chapit laଓଡିଆ ବାଇବେଲ2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ। Gade chapit la |
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”