Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:27 - ପବିତ୍ର ବାଇବଲ

27 ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଦାନିୟେଲ ରାଜା ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ଵାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;

Gade chapit la Kopi

ଓଡିଆ ବାଇବେଲ

27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;

Gade chapit la Kopi




ଦାନିୟେଲ 2:27
12 Referans Kwoze  

ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କ‌‌ଲ୍‌‌‌‌ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।


ଆମ୍ଭେ ମିଥ୍ୟାବାଦୀମାନଙ୍କର ମିଥ୍ୟାକୁ ପ୍ରମାଣ କରୁ। ଆମ୍ଭେ ନିର୍ବୋଧମାନଙ୍କର ଯାଦୁକାରୀ କାର୍ଯ୍ୟ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓ ସେମାନଙ୍କର ଜ୍ଞାନକୁ ଅଜ୍ଞାନତାରେ ପରିଣତ କରୁ।


ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”


ସେହି ଦୁଇ ବନ୍ଦୀ ଉତ୍ତର ଦେଲେ, “ଆମ୍ଭେ କାଲି ରାତିରେ ସ୍ୱପ୍ନ ଦେଖିଲୁ, କିନ୍ତୁ ତାହା ବୁଝି ପାରୁ ନାହୁଁ। ସେହି ସ୍ୱପ୍ନର ବ୍ୟାଖ୍ୟା କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱର ଜଣେ ଯେ କି ସ୍ୱପ୍ନ ବୁଝିପାରନ୍ତି ଏବଂ ବ୍ୟାଖ୍ୟା ବି କରି ପାରନ୍ତି। ତେଣୁ ମୁଁ ତୁମ୍ଭକୁ ଅନୁରୋଧ କରୁଛି ସେହି ସ୍ୱପ୍ନ ବିଷୟରେ ଆମ୍ଭକୁ କୁହ।”


ଏହା ପରେ ପ୍ରଭାତରେ ତାଙ୍କର ମନ ଉ‌ଦ୍‌ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା'ର ଅର୍ଥ କହି ପାରିଲେ ନାହିଁ।


ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ। ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ। ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି।


ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେକୌଣସି ବିଷୟରେ ରାଜା ସେହି ଗ୍ଭରି ଯୁବକଙ୍କୁ ପଗ୍ଭରୁଥିଲେ, ସେମାନେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ୟରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସେମାନେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ।


ଯେତେବେଳେ ମନ୍ତ୍ରଜ୍ଞଗଣକ କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ, ମୁଁ ସେମାନଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି, ମାତ୍ର ସେମାନେ ତାହାର ଅର୍ଥ ମୋତେ କହି ପାରିଲେ ନାହିଁ।


Swiv nou:

Piblisite


Piblisite