Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:29 - ପବିତ୍ର ବାଇବଲ

29 ହେ ମହାରାଜ, ଶଯ୍ୟା ଉପରେ ଆପଣ ଶୋଇଥିବା ବେଳେ ଭବିଷ୍ୟତରେ କ’ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେହି ପରମେଶ୍ୱର, ଯାହା ଭବିଷ୍ୟତରେ ଘଟିବ ତାହା ଦର୍ଶନରେ ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Gade chapit la Kopi




ଦାନିୟେଲ 2:29
8 Referans Kwoze  

ମାତ୍ର ସ୍ୱର୍ଗସ୍ଥ ପରମେଶ୍ୱର ହିଁ କେବଳ ନିଗୂଢ଼ ବିଷୟମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ୟ ପରମେଶ୍ୱର ନବୂଖ‌ଦ୍‌ନିତ୍ସରଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ୱପ୍ନ ଥିଲା ଏବଂ ଏହି ଗୁଡ଼ିକୁ ଆପଣ ବିଛଣାରେ ଶୋଇଥିବା ବେଳେ ଦେଖିଲେ।


ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ୟ ଅନ୍ଧକାରକୁ ସକାଳରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପରେ ଯାତାୟାତ କରୁ। ତାହାହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସେହି ସଦାପ୍ରଭୁ ସୈନ୍ୟାଧିପତି, ସ୍ୱୟମ୍ଭୂ ପରମେଶ୍ୱର ଆମ୍ଭର ନାମ।”


ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।”


ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି। ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ। ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।


ଏହା ପରେ ଯୋଷେଫ ଫାରୋଙ୍କୁ କହିଲେ, “ସେହି ଦୁଇଟି ସ୍ୱପ୍ନ ଏକା ପ୍ରକାର। ଯାହା ଶୀଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ୱର ଆପଣଙ୍କୁ କହୁଛନ୍ତି।


ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ। ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।”


“ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।”


Swiv nou:

Piblisite


Piblisite