Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:33 - ପବିତ୍ର ବାଇବଲ

33 ତାହାର ଗୋଡ଼ଗୁଡ଼ିକ ଲୌହରେ ନିର୍ମିତ ହୋଇଥିଲା ଓ ପାଦର କିଛି ଅଂଶ ଲୌହରେ ଓ କିଛି ଅଂଶ ମୃତ୍ତିକାରେ ତିଆରି ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।

Gade chapit la Kopi




ଦାନିୟେଲ 2:33
5 Referans Kwoze  

ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ ଓ ତାହାର ଉଦର ଓ ଜଙ୍ଘ ପିତ୍ତଳମୟ ଥିଲା।


ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହୋଇ ନ ଥିବା ଏକ ପ୍ରସ୍ତର ଶୂନ୍ୟରେ ଉଡ଼ିଆସି ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।


Swiv nou:

Piblisite


Piblisite