Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:36 - ପବିତ୍ର ବାଇବଲ

36 “ସ୍ୱପ୍ନଟି ଏହି, ବର୍ତ୍ତମାନ ଆମ୍ଭେମାନେ ମହାରାଜାଙ୍କୁ ତା'ର ଅର୍ଥ ଜଣାଇବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସ୍ଵପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।

Gade chapit la Kopi

ଓଡିଆ ବାଇବେଲ

36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।

Gade chapit la Kopi




ଦାନିୟେଲ 2:36
4 Referans Kwoze  

ତହିଁରେ ଯୋଷେଫ ତାକୁ କହିଲେ, “ଏହାର ଅର୍ଥ ଏହି, ସେହି ତିନି ଶାଖା ତିନି ଦିନ ବୁଝାଏ।


ଯୋଷେଫ ଉତ୍ତର କଲେ, “ଏହି ତିନି ଡାଲାର ଅର୍ଥ ତିନି ଦିନ।


“ହେ ମହାରାଜ, ଆପଣ ସ୍ୱପ୍ନରେ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ। ଏହା ଅତି ପରାକ୍ରମଶାଳୀ ଓ ଅତିଶୟ ତେଜୋବନ୍ତ। ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।


Swiv nou:

Piblisite


Piblisite