ଦାନିୟେଲ 2:41 - ପବିତ୍ର ବାଇବଲ41 “ଆପଣ ଯେପରି ଦେଖିଲେ ସେ ପାଦ ଓ ପାଦର ଅଙ୍ଗୁଳି ଆଂଶିକ ଲୌହମୟ ଓ ଆଂଶିକ ମୃତ୍ତିକାମୟ ଥିଲା। ସେହିପରି ସେ ରାଜ୍ୟ ବିଭକ୍ତ ହେବ। ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। Gade chapit laଓଡିଆ ବାଇବେଲ41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। Gade chapit la |
“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।