ଦାନିୟେଲ 2:45 - ପବିତ୍ର ବାଇବଲ45 “ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।” Gade chapit laପବିତ୍ର ବାଇବଲ (Re-edited) - (BSI)45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥି ଉତ୍ତାରେ ଘଟିବ, ତାହା ମହାନ ପରମେଶ୍ଵର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ଵପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ। Gade chapit laଓଡିଆ ବାଇବେଲ45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।” Gade chapit la |
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”