ଦାନିୟେଲ 2:47 - ପବିତ୍ର ବାଇବଲ47 ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।” Gade chapit laପବିତ୍ର ବାଇବଲ (Re-edited) - (BSI)47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ଵର ଈଶ୍ଵରଗଣର ଈଶ୍ଵର ଓ ରାଜଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି। Gade chapit laଓଡିଆ ବାଇବେଲ47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।” Gade chapit la |
“ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର।
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।