Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:49 - ପବିତ୍ର ବାଇବଲ

49 ପୁଣି ଦାନିୟେଲଙ୍କ ଆବେଦନ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେ‌‌ଦ୍‌‌ନଗୋଙ୍କୁ ବାବିଲ ପ୍ରଦେଶର କେତେକ ମୁଖ୍ୟ କର୍ମଗ୍ଭରୀରୂପେ ନିଯୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହୋଇ ରାଜ ଦ୍ୱାରରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ ଓ ଅବେଦ୍-ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ଵାରରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

Gade chapit la Kopi




ଦାନିୟେଲ 2:49
12 Referans Kwoze  

ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେ‌‌ଲ୍‌‌‌‌ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।


କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା।


ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ୟାୟ ବିଗ୍ଭର କର। ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ହୁଏତ ଯୋଷେଫଙ୍କ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମୟ ହୋଇପାରନ୍ତି।


ସେହି ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ ଦ୍ୱାରପାଳମାନଙ୍କ ମଧ୍ୟରେ ବି‌ଗ୍‌ଥନ୍ ଓ ତେରଶ୍ ନାମକ ରାଜାଙ୍କର ଦୁଇ ଜଣ ନପୁଂସକ କ୍ରୋଧିତ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଷଡ଼ଯନ୍ତ୍ର କଲେ।


ତା'ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା'ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ।


ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ତା'ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସ‌‌‌ମ୍‌‌‌ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମା‌ଗ୍‌ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।


ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।


ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ।


ରାଜା ନବୂଖ‌ଦ୍‌ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା।


Swiv nou:

Piblisite


Piblisite