Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:11 - ପବିତ୍ର ବାଇବଲ

11 ପୁଣି ଯେକୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନ କରିବ ସେ ଜ୍ୱଳନ୍ତା ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ;

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;

Gade chapit la Kopi




ଦାନିୟେଲ 3:11
6 Referans Kwoze  

ପୁଣି ଯେକେହି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସେହି ମୁହୂର୍ତ୍ତରେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।”


ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେକେହି ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।


ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”


ତଦାରଖକାରୀଗଣ, ରାଜପ୍ରତିନିଧିଗଣ, ସୁବେଦାରଗଣ ଓ ମନ୍ତ୍ରୀଗଣ ସମସ୍ତେ ଅଜଣା ଭାବରେ ରାଜି ହେଲେ ଯେ, ଏକ ରାଜକୀୟ ଘୋଷଣା ପତ୍ର ହେବା ଉଚିତ୍। ଯଦି କେହି ତିରିଶ୍ ଦିନ ପର୍ଯ୍ୟନ୍ତ ମହାରାଜା ବିନା କୌଣସି ଦେବତା ବା ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ତେବେ ତାକୁ ସିଂହର ଗୁମ୍ଫାକୁ ଫିଙ୍ଗାଯିବ।


ତା'ପରେ ସେମାନେ ରାଜାଙ୍କୁ ଉତ୍ତର ଦେଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ ସନ୍ତାନଗଣ ମଧ୍ୟରେ ଜଣେ ବ୍ୟକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ। ସେ ଏବେ ମଧ୍ୟ ଦିନରେ ତିନିଥର ତା'ର ପରମେଶ୍ୱରକୁ ପ୍ରାର୍ଥନା କରୁଛି।”


“ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।”


Swiv nou:

Piblisite


Piblisite