ଦାନିୟେଲ 3:12 - ପବିତ୍ର ବାଇବଲ12 ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ। Gade chapit laଓଡିଆ ବାଇବେଲ12 ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।” Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।